- Format
- Bog, paperback
- 120 sider
Normalpris
Medlemspris
- Du sparer kr. 10,00
- Fri fragt
-
Leveringstid: 7-12 Hverdage (Sendes fra fjernlager) Forventet levering: 17-03-2026
- Kan pakkes ind og sendes som gave
Beskrivelse
ଭାରତର ବିବିଧ ଛବିରେ ଛବିଳ 'ଝର୍କା ବାହାରେ ଭାରତ' କବି ଶଶଧର ଦାସଙ୍କର ଏକ ସଦ୍ୟତମ ଶବ୍ଦ ଶତଦଳ । ତହିଁ ଅଙ୍କିତ ଜୀବନ ଚିତ୍ର ଛାୟାଛନ୍ନ ଜହ୍ନରାତି ପରି ମନୋଜ୍ଞ ଅଥଚ ରହସ୍ୟମୟ । ଭାବର ସାନ୍ଧ୍ରତାରେ ଯେମିତି ନିବିଡ଼ ତାଙ୍କର ପ୍ରତିଟି କବିତା, ସେମିତି ପ୍ରତି ଶବ୍ଦ ସିକ୍ତ ଲଳିତ ଲାବଣ୍ୟରେ ।ସମକାଳ ବୈପରୀତ୍ୟର ଏକ ଦୁର୍ବୋଧ୍ୟ ଛନ୍ଦ । କେତେ ଭିନ୍ନ ସତେ ଏଠି ପ୍ରତୀୟମାନ ପୃଥିବୀଠାରୁ ବାସ୍ତବ ଜୀବନ! ଏଠି ମୂଲ୍ୟ ଓ ମୂଲ୍ୟବୋଧ ଭିତରେ ସଂଘର୍ଷ ଓ ବସ୍ତୁବାଦୀ ବେଗଦ୍ୱାରା ଆତ୍ମିକ ଆବେଗ କ୍ଷତାକ୍ତ । ଲାଭ, ଲୋଭ ଓ ଲାଳସାର ଅର୍ଗଳିରେ ମ୍ରିୟମାଣ କବି ସତ୍ତା । କବିଙ୍କ ଲେଖନୀରେ ତେଣୁ ସ୍ୟାହି ନୁହେଁ, ରକ୍ତସ୍ରାବର ସଂକେତ । ତଥାପି ରକ୍ତକୁ ରକ୍ତ ପଳାସରେ ରୂପାନ୍ତରିତ କରିବାକୁ ଯେମିତି କବି ଶଶଧର ଦାସ ପ୍ରତିବଦ୍ଧ । ଆଉ କ'ଣ ଆଜିକାଲି ସକାଳ ଓହ୍ଲାଉଛି ଚା' କପ୍], କାଗଜ ଗନ୍ଧରେ? ନା । ଖବରକାଗଜ ପୃଷ୍ଠାରେ ବାରୁଦର ଗନ୍ଧ ତ ଆତଙ୍କ ଅପମୃତ୍ୟୁ, ଦୁଷ୍କର୍ମ ଓ ଦୁରାଚାରରେ ପ୍ରତିଟି ସକାଳ ବିବର୍ଣ୍ଣ । ଭୋଅଟରୁ ଭୋଅଟ ପର୍ଯ୍ୟନ୍ତ ଗାଁ ଫାଟି ଆଁ କରିଛି । ଗାଁ ଦାଣ୍ଡରେ ପୁଣି ସହରର ବାସ୍ନା । ଜହ୍ନିଫୁଲ, ଜହ୍ନରାତି, ଧୂଆଁ, ଧୂଳି ଓ ଧୂମାଳ - ସବୁ ଅବା ଅତୀତର ଗୋଟେ ଛିନ୍ନପୃଷ୍ଠା । କବି ତେଣୁ ଅତୀତ ଆମୁଖତା ବା ନୋଷ୍ଟାଲ୍]ଜିଆରେ ବିଭୋର ସାମାଜିକ ଅଧୋଗତିରେ ବିବ୍ରତ ପୁଣି ଛଦ୍ମ ଗଣତନ୍ତ୍ର ପ୍ରତି ବିମୁଖ । ଏମନ୍ତ ଚିତ୍ର ଓ ଚିତ୍ରକଳ୍ପରେ ବିଚତ୍
Detaljer
- Sidetal120
- Udgivelsesdato03-02-2022
- ISBN139781645602491
- Forlag BLACK EAGLE BOOKS
- FormatPaperback
- Udgave0
Størrelse og vægt
10 cm
Anmeldelser
Vær den første!