- Format
- Bog, paperback
- 140 sider
Normalpris
Medlemspris
- Du sparer kr. 15,00
- Fri fragt
-
Leveringstid: 7-12 Hverdage (Sendes fra fjernlager) Forventet levering: 17-03-2026
- Kan pakkes ind og sendes som gave
Beskrivelse
'ମୁଁ ବି କର୍ଣ୍ଣ' ଉପନ୍ୟାସରେ ଚିତ୍ରିତ ହୋଇଛି ଏକ ପାଳିତ ପୁତ୍ରର ଜୀବନ କାହାଣୀ ଯାହାର ସାମଞ୍ଜସ୍ୟ ରହିଛି ମହାଭାରତର କର୍ଣ୍ଣଙ୍କ ଜୀବନ କାହାଣୀ ସହିତ ।
ସଦ୍ୟ ଜନ୍ମିତ ଶିଶୁପୁତ୍ରଟିକୁ ନଦୀର ଜଳରେ ଭାସୁଥିବା ବୋଝ ଭିତରୁ ଅତି ଆଗ୍ରହରେ ତୋଳିଆଣି ନିମିଷକ ମଧ୍ୟରେ ଭୁଲିଯାଆନ୍ତି ଚିତ୍ରା ଓ ବିଭୂତି ନିଜର ସଦ୍ୟ ମୃତ ପୁତ୍ରକୁ ଯାହାକୁ ସେମାନେ ନଦୀ ନିକଟରେ ପୋତିବାକୁ ଆସିଥିଲେ ରାତ୍ରିର ଅନ୍ଧାରରେ । ସମସ୍ତଙ୍କ ଆଗରେ 'ଆଲୋକ' ସେମାନଙ୍କର ଜନ୍ମିତ ପୁତ୍ର ।
ସମୟକ୍ରମେ ଚିତ୍ରା ଓ ବିଭୂତିଙ୍କର ପାଞ୍ଚ ପୁଅ ହୋଇଛନ୍ତି କୁନ୍ତୀଙ୍କର ପାଞ୍ଚପୁତ୍ର ହେଲାପରି । ଆଲୋକ ମଧ୍ୟ ଭଲ ପଢ଼ି ଏକ ଅଫିସର ହୋଇଛି । କିନ୍ତୁ ସେ ଜାଣିନି ନିଜର ପ୍ରକୃତ ଜୀବନ ବୃତ୍ତାନ୍ତ । ଆଲୋକ ପଛରେ ଯେ ଅନ୍ଧାରଟିଏ ଲୁଚି ରହିଛି ତାହା ସମସ୍ତଙ୍କୁ ଆଗୋଚର ।ସମୟ ସ୍ରୋତରେ ଆଲୋକର ପ୍ରକୃତ ଜନ୍ମଦାତ୍ରୀ ମେନକା ଦେବୀ ସନ୍ଧାନ ପାଆନ୍ତି ନିଜ ଜନ୍ମିତ ପୁତ୍ରର ଓ ତା ପାଖକୁ ଆସି ପ୍ରକୃତ ମାତାର ପରିଚୟ ଦିଅନ୍ତି । କିନ୍ତୁ ଆଲୋକ ତାଙ୍କୁ ନିଜର ମା' ବୋଲି ଗ୍ରହଣ କରେନି । ଚିତ୍ରା ଓ ବିଭୂତି ତାର ମାତା ଓ ପିତା । ନିରାଶ ହୁଅନ୍ତି ମେନକା ଦେବୀ ।
ମେନକା ଦେବୀଙ୍କର ଆଉ କିଏ ନାହାନ୍ତି । ସେ ଏକ ଅନାଥାଶ୍ରମର ମାଲିକାଣୀ । ଅଳ୍ପଦିନ ପରେ ତାଙ୍କର ମୃତ୍ୟୁ ହୁଏ କ୍ୟାନ୍]ସରରେ ଓ ରାତ୍ରିରେ ହୋଇଯାଏ ତାଙ୍କର ଶବଦାହ ଶ୍ମଶାନରେ । ଆଲୋକ ଖବର ପାଇ ଶ୍ମଶାନରେ ପହଞ୍ଚିଲା ବେଳକ
Detaljer
- Sidetal140
- Udgivelsesdato02-09-2023
- ISBN139781645604457
- Forlag BLACK EAGLE BOOKS
- FormatPaperback
- Udgave0
Størrelse og vægt
10 cm
Anmeldelser
Vær den første!