- Format
- Bog, paperback
- 124 sider
Normalpris
Medlemspris
- Du sparer kr. 15,00
- Fri fragt
-
Leveringstid: 7-12 Hverdage (Sendes fra fjernlager) Forventet levering: 18-03-2026
- Kan pakkes ind og sendes som gave
Beskrivelse
ଗଦ୍ୟ ସାହିତ୍ୟ-ସମ୍ରାଟ ଫକୀରମୋହନ ସେନାପତି (୧୮୪୩-୧୯୧୮)। ତାଙ୍କ ବାଲ୍ୟଜୀବନ ସଂଘର୍ଷପୂର୍ଣ୍ଣ। କେବେ ଅଝାଲ ସିଲେଇ, ଜାହାଜାତି କାରବାର ତ ଗୁମାସ୍ତାଙ୍କର ମେଟ୍]। ପରେ ସ୍କୁଲ ମାଷ୍ଟ୍ରେ। ଶେଷରେ ଦେବାନ, ଆଡ଼ମିନିଷ୍ଟ୍ରେଟ୍]ର। ଓଡ଼ିଆ ଜନଜୀବନ ସହ ସେ ଓତପ୍ରୋତ ଭାବେ ସଂଶ୍ଳିଷ୍ଟ। ଜୀବନକୁ ଦେଖିଲେ ଖୁବ୍ ନିକଟରୁ। ଜନତାର ହା-ହୁତାଶା, ବ୍ୟଥା-ବେଦନା, ସାମାଜିକ ଦୁଃସ୍ଥିତି ଆଦି ନାନା ଘଟଣା; ମ୍ରିୟମାଣ ଫକୀରମୋହନ। ଦ୍ରଷ୍ଟା ଫକୀରମୋହନ ହେଲେ ସ୍ରଷ୍ଟା ଫକୀର ମୋହନ। ତଟସ୍ଥ ଭାବେ ଆଙ୍କି ଚାଲିଲେ ଜନତାଙ୍କ ସୁଖ, ଦୁଃଖ, ହାନି, ଲାଭ, ସଂଗ୍ରାମ ସଂଘାତ କଥା। ସାହିତ୍ୟର ବିଭିନ୍ନ ବିଭାରେ ଲେଖନୀ ଚାଳନା କଲେ। କାବ୍ୟ, କବିତା, ସ୍କୁଲ ପାଠପଢ଼ା ବହି ଲେଖିଲେ। ମନ ମାନିଲାନି। ଗଦ୍ୟକୁ ଆପଣେଇ ନେଲେ। ଲେଖିଲେ ଚାରୋଟି ଉପନ୍ୟାସ - (୧) ଛ'ମାଣ ଆଠଗୁଣ୍ଠ, (୨) ମାମୁ, (୩) ଲଛମା, (୪) ପ୍ରାୟଶ୍ଚିତ। ତାଙ୍କ ଲେଖନୀରୁ ଜନ୍ମନେଲା କୋଡ଼ିଏଟି କ୍ଷୁଦ୍ରଗଳ୍ପ। କେହି କେହି ସମାଲୋଚକ ଭିନ୍ନ ମତ ପୋଷଣ କରନ୍ତି। 'ଲଛମନିଆ' ତାଙ୍କର ପ୍ରଥମ କ୍ଷୁଦ୍ର ଗଳ୍ପ ବୋଲି କହନ୍ତି; ମାତ୍ର ଏହା ପଛରେ କୌଣସି ବଳିଷ୍ଠ ଯୁକ୍ତି ନ ଥିଲା ପରି ମନେହୁଏ।
କଥାସମ୍ରାଟ ଫକୀରମୋହନଙ୍କ ଗଳ୍ପ ସମଗ୍ର ଉପରେ ଆଧାରିତ ତାଙ୍କ ପ୍ରବନ୍ଧ ସଂକଳନ 'ଊନବିଂଶ ଶତାବ୍ଦୀ ଓ ଫକୀରମୋହନ' ଏକ ସ୍ୱତନ୍ତ୍ର ସ୍ୱାଦର ଶିଳ୍ପଚାତୁର୍ଯ୍ୟ। ପୁସ୍ତକଟି ସମାଲୋଚନା ସାହିତ୍ୟର ଏକ ଭିନ୍ନ ଦିଗନ୍ତକୁ ଉନ୍ମୋଚନ
Detaljer
- Sidetal124
- Udgivelsesdato12-08-2024
- ISBN139781645605713
- Forlag BLACK EAGLE BOOKS
- FormatPaperback
- Udgave0
Størrelse og vægt
10 cm
Anmeldelser
Vær den første!